April 19, 2024

ରାଜ୍ୟରେ ଆଜି ୭ହଜାର ୨୧୬ କରୋନା ଆକ୍ରାନ୍ତ ଚିହ୍ନଟ

1 min read

ଆଓରି-ଭୁବନେଶ୍ଵର(୨୮/୦୫) :ରାଜ୍ୟରେ କ୍ରମାଗତା ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରାଜ୍ୟରୁ ଆଜି ୭,୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୪୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୩୧୭୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏଥିସହ ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୯୯୫୫ ରେ ପହଞ୍ଚିଛି।  ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ କଟକ ଜିଲ୍ଲାରୁ ୧୦୯୧ ଜଣ ରହିଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.