ଆ.ଓ.ରି(ତା୨୪|୫)-ରିଓ ଅଲିମ୍ପିକରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ଓଡ଼ିଆ ଆଥଲେଟ୍ ଦୂତୀ ଚାନ୍ଦଙ୍କୁ ରାଜ୍ୟ ସରକାରଙ୍କ ଅବହେଳା। ଭୁବନେଶ୍ୱରରେ ଜମି କିମ୍ବା ଘର ଖଣ୍ଡିଏ ଦେବା ପାଇଁ...
ରାଜ୍ୟ
ଆ.ଓ.ରି(ତା୨୧|୫)-ଆଜି ରାଜ୍ୟରେ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନ ସାଢ଼େ ୪ଟା ଯାଏଁ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ...
ଆ.ଓ.ରି(ତା୨୧|୫)-ନବୀନଙ୍କ ଚତୁର୍ଥ ପାଳିର ଚତୁର୍ଥ ବର୍ଷର ହିସାବ ନିକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ମନ୍ତ୍ରୀ ପରିଷଦ ବୈଠକ ପରେ ଥ୍ରୀ D ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।...
ଆ.ଓ.ରି(ତା୨୧|୫)-ଆସନ୍ତା ୨୫ ତାରିଖ ଦିନ ବନ୍ଦ ରହିବ ରାଜ୍ୟର ସମସ୍ତ ଘରୋଇ ମେଡିକାଲ୍। ଭୁବନେଶ୍ୱରରେ ଆଇଏମଏ ଭବନରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନେଇଛି ଅଲ୍ ଓଡ଼ିଶା...
ଆ.ଓ.ରି(ତା୨୧|୫)-ଓଡ଼ିଶାରେ ଠାବ ହେଲା ବ୍ଲାକ୍ ପାନ୍ଥର ବା କଳା ବାଘ। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଜଙ୍ଗଲରେ ଏକ କଳା ବାଘକୁ ଠାବ କଲା ବନ ବିଭାଗ। କଲରାପତ୍ରିଆ...
ଆ.ଓ.ରି(ତା୨୧|୫)-୨୦୧୮ ସୁଦ୍ଧା ଜଟଣୀରେ ନିର୍ମାଣ ହେବ ଦକ୍ଷତା ବିକାଶ ଅନୁଷ୍ଠାନର ନୂଆ ବିଲଡ଼ିଂ। ଏଥିରେ ୩ ହଜାର ଛାତ୍ରଛାତ୍ରୀଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ପ୍ରଶିକ୍ଷଣ ଦିଆଯିବ।...
ଆ.ଓ.ରି(ତା୨୧|୫)-NAC ମାନ୍ୟତା ଦାବିରେ ଖୋର୍ଦ୍ଧା ବେଗୁନିଆରେ ବନ୍ଦ ପାଳନ। ବେଗୁନିଆ ସଚେତନ ମଞ୍ଚ ପକ୍ଷରୁ ଆଜି ବେଗୁନିଆ ବନ୍ଦ ଡାକରା ଦିଆଯାଇଛି। ବେଗୁନିଆକୁ NAC ମାନ୍ୟତା ସହ...
ଆ.ଓ.ରି(ତା୨୧|୫)-ନନ୍ଦିଘୋଷ ରଥ ପରେ ଏବେ ପୁଣି ସାମ୍ନାକୁ ଆସିଛି ଦେବଦଳନ ରଥ ନିର୍ମାଣରେ ତ୍ରୁଟି। ଏହି ରଥ ଚକର ତୁମ୍ଭ ଏବଂ ପହିରେ ଫାଟ ଜଣାପଡ଼ିଥିବାରୁ ଏହାକୁ...
ଆ.ଓ.ରି(ତା୨୦|୫)- କୋରାପୁଟ ଜିଲ୍ଲା ଜୟପୁରରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଉଷା ପାଢ଼ୀ ।ଜୟପୁର ଏୟାରପୋର୍ଟ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ସେ ଜୟପୁର...
ଆ.ଓ.ରି(୨୦|୫)-ରାଜ୍ୟର ସର୍ବପୂରାତନ ଆଇନ ଶିକ୍ଷାନୁଷ୍ଠାନ ମଧୁସୂଦନ ଆଇନ ମହାବିଦ୍ୟାଳୟ ହେବ ବିଶ୍ୱବିଦ୍ୟାଳୟ। ବିଜେଡିର ଆଇନଜୀବୀ ସାମୁଖ୍ୟ କାର୍ଯ୍ୟକାରିଣୀରେ ଯୋଗ ଦେବା ଅବସରରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ...