April 18, 2024

ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୬୦୧୯ ପଜିଟିଭ

1 min read

ଆଓରି-ଭୁବନେଶ୍ୱର(୦୯/୦୬) :ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୯୭ ପଜିଟିଭି ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୬୨୨ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୨୨୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୭୯୬ ସଂକ୍ରମିତ । ସେହିଭଳି କଟକରୁ ୫୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.