ଅପରାଧ

ଜଳଖିଆ ଖାଇ ପୁରୀ- ହାୱଡ଼ା ଶତାବ୍ଦୀ ଏକ୍ସପ୍ରେସରେ ଯାତ୍ରୀ ଅସୁସ୍ଥ

ଆ.ଓ.ରି(ତା୨୪|୫)-

କୋଲକାତା ଅଭିମୁଖେ ଯାଉଥିବା ୧୨୨୭୮ ପୁରୀ-ହାୱଡ଼ା ଶତାବ୍ଦୀ ଏକ୍ପପ୍ରେସରେ ଜଳଖିଆ ଖାଇ ୩୩ଜଣ ଯାତ୍ରୀ ଅସୁସ୍ଥ ହୋଇପଡିଛନ୍ତି।

ସୂଚନା ଅନୁସାରେ, ପ୍ରଥମେ ବେଲ୍‌ଦା ଷ୍ଟେସନ ନିକଟରେ ୨ଜଣ ଯାତ୍ରୀ ଅସୁସ୍ଥ ଅନୁଭବ କରିବା ସହ ବାନ୍ତି କରିଥିଲେ।  କିଛି ସମୟ ଭିତରେ ଆଉ ୧୫ଜଣ ଯାତ୍ରୀ ଅସୁସ୍ଥ ଅନୁଭବ କରୁଥିବା ଅଭିଯୋଗ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button