April 18, 2024

ଅମର ଯବାନ ଜ୍ୟୋତିରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

1 min read
PM-Narendra-Modi-Gave-Tribute-Aajira-Odisha

ଆଓରି-ନୂଆଦିଲ୍ଲୀ(୨୬/୦୧) : ଦେଶ ପାଳନ କରୁଛି ୭୦ ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ଦେଶର ବୀରପୁତ୍ରଙ୍କୁ ସମସ୍ତେ ମନେପକାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡିଆ ଗେଟ୍‌ ସ୍ଥିତ  ଅମର ଯବାନ ଜ୍ୟୋତିରେ ପୁଷ୍ପମାଲ୍ୟ ଅର୍ପଣ କରି ବୀର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.