April 25, 2024

ରାଜ୍ୟରେ କମୁଛି ସଂକ୍ରମଣ: ଆଜି ୭୧୮୮ ପଜିଟିଭ୍

1 min read

ଆଓରି-ଭୁବନେଶ୍ଵର(୨୯/୦୫) :ରାଜ୍ୟରେ କମିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧୮୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୪୭୧୪୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୬୨ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୦୨୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଛନ୍ତି ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.