April 19, 2024

ଆଜି ରାଜ୍ୟରେ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ

1 min read
Covid aajira odisha

ଆଓରି-ଭୁବନେଶ୍ଵର(୨୫/୦୫) : ଆଜି ରାଜ୍ୟରେ ୩୩ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଦିନକୁ ଦିନ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଆଜି ଖୋର୍ଦ୍ଧାରୁ ୭, ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡିରୁ ୪ ଲେଖାଏଁ ମୃତ୍ୟୁ ଘଟିଛି।  ସୁନ୍ଦରଗଡ଼ ଓ ସୁବର୍ଣ୍ଣପୁରରୁ ୩ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଲେଖାଏଁ, ଦେବଗଡ଼, ଯାଜପୁର, କନ୍ଧମାଳ, କୋରାପୁଟରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.