April 18, 2024

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥ ପ୍ରଦାନ କଲେ ଧର୍ମେନ୍ଦ୍ର ପ୍ରଧାନ

1 min read

ଆଓରି-ଭୁବନେଶ୍ଵର(୦୬/୦୫) : ବାତ୍ୟା ଫୋନି ରଚିଲା ତାଣ୍ଡବ । ଜଳ, ବିଦ୍ୟୁତ୍, ବିଜୁଳି ଓ ଖାଦ୍ୟ ବିନା ହନ୍ତସନ୍ତ ହେଉଛନ୍ତି । ତେବେ ରାଜ୍ୟର ଏଭଳି ଦୁଃଖଦ ଓ ଶ୍ରୀହିନ ପରିସ୍ଥିତିରେ ସହାୟତାର ହାତ ବଢାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ କେନ୍ଦ୍ରମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଏନେଇ ପ୍ରକାଶ କରିଛନ୍ତି । ସମସ୍ତଙ୍କୁ ଅନୁରୋଧ ଆସନ୍ତୁ ଏକାଠି ହେବା ଏବଂ ଓଡ଼ିଶାର ପୁନଃନିର୍ମାଣ କାର୍ଯ୍ୟରେ ସହାୟକ ହେବା

ସେହିପରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ପ୍ରଳୟଙ୍କାରୀ ବାତ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ଭୁବନେଶ୍ୱରରେ ଫୋନି ସମୀକ୍ଷା ବୈଠକ ପରେ ପ୍ରଧାନମନ୍ତ୍ରୀ ରାଜ୍ୟ ପାଇଁ ବଡ ଅନୁଦାନ ଘୋଷଣା କରିଛନ୍ତି । ଫୋନି ପାଇଁ ଆଉ ୧ ହଜାର କୋଟି ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର ।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.