Mon. Sep 16th, 2019

ସାଉଦି ଶକ୍ତି ମନ୍ତ୍ରୀ ଏଚ୍ଆର୍‌ଏଚ୍ ପ୍ରିନ୍ସ ଅବଦୁଲ୍‌ ଅଜୀଜ ସଲମାନଙ୍କୁ ସାକ୍ଷାତ୍ କଲେ ଧର୍ମେନ୍ଦ୍ର ପ୍ରଧାନ

1 min read
Union-Minister-Dharmendra-Pradhan-Met-Saudi-Minister-Aajira-Odisha

ଆଓରି-ନୂଆଦିଲ୍ଲୀ(୦୯/୦୯) : ପାଞ୍ଚଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସାଉଦିଆରବର ଜିଦ୍‌ହା ଠାରେ ସେଠାକାର ଶକ୍ତି ମନ୍ତ୍ରୀ ଏଚ୍ଆର୍‌ଏଚ୍ ପ୍ରିନ୍ସ ଅବଦୁଲ୍‌ ଅଜୀଜ ସଲମାନଙ୍କୁ ସାକ୍ଷାତ୍ କରିଛନ୍ତି । ଏହି ଅବସରରେ ସାଉଦି ମନ୍ତ୍ରୀ ହାଇଡ୍ରୋକାର୍ବନ ରପ୍ତାନୀ ଦିଗରେ ସାଉଦିଆରବ, ଭାରତ ସହ ଏକ ବିଶ୍ୱାସନୀୟ ଏବଂ ସ୍ଥାୟୀ ଭାଗିଦାରୀ ହୋଇ ରହିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ସେହିପରି ସାଉଦିଆରବ ଭାରତରେ ପୁଞ୍ଜିନିବେଶ କରିବା ନେଇ ପ୍ରତିଶ୍ରୁତିବଦ୍ଧ ବୋଲି ଉଭୟଙ୍କ ଆଲୋଚନାରୁ ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *