Thu. May 6th, 2021

କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

1 min read
ajit mangaraj passed away aajira odisha

ଆଓରି-ପୁରୀ(୧୫ /୦୪): ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ।  ସବୁ ପ୍ରକାର ପ୍ରଚେଷ୍ଟା ସତ୍ତ୍ୱେ କାଲି ପ୍ରାୟ ଅପରାହ୍ନ୪ଟାରେ ତାଙ୍କର ଦେହାନ୍ତ ହୋଇଯାଇଥିଲା। କୋରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ।  ତାଙ୍କୁ ୫୨ବର୍ଷ ହୋଇଥିଲା। ସପ୍ତା‌‌ହେ ଧରି କରୋନା ବିରୋଧରେ ଲଢ଼ିବା ପରେ ଆଜି ତାଙ୍କର ମୃତ୍ୟୁ ହୋଇଯାଇଥିବା ଅପରାହ୍ନରେ ହସ୍ପିଟାଲ୍ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସତ୍ୟନଗର ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି। ସ୍ବର୍ଗତ ମଙ୍ଗରାଜଙ୍କ ପୁଅ ପିପିଇ କିଟ୍‌ ପିନ୍ଧି ମୁଖାଗ୍ନି ଦେଇଛନ୍ତି। ସ୍ବର୍ଗତଃ ମଙ୍ଗରାଜଙ୍କ ବିୟୋଗରେ ପିପିଲି-ଡେଲାଙ୍ଗ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.