Thu. May 6th, 2021

୨୪ ଘଣ୍ଟାରେ ରାଜ୍ୟରେ ୮୩୮୬ ନୂଆ ସଂକ୍ରମିତ ଚିହ୍ନଟ

1 min read
aajira odisha

ଆଓରି-ଭୁବନେଶ୍ୱର(୨ ୮/୦୪): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୮୪୦ ଜଣ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୪୭୮୨ ସଙ୍ଗରୋଧରୁ ଏବଂ ୩୬୦୫ ଜଣ ସ୍ଥାନୀୟ ଅଂଚଳର ରହିଥିବା ଜଣାପଡିଛି। ନୂଆ ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୨୮ ହଜାର ୫୧୫କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୫୫ ହଜାର ୨୪୫ ଜଣ କରୋନା ସଂକ୍ରମିତ ସକ୍ରିୟ ଚିକିତ୍ସାଧୀନ ଥିବା ବେଳେ ୩ ଲକ୍ଷ ୭୧ ହଜାର ୨୦୦ ଜଣ ସୁସ୍ଥ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.