Thu. May 6th, 2021

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୫୯୯ ଆକ୍ରାନ୍ତ ଚିହ୍ନଟ

1 min read

ଆଓରି-ଭୁବନେଶ୍ୱର(୨୬/୦୪): ଗତକାଲି ଗୋଟିଏ ଦିନରେ ଓଡ଼ିଶାରେ ୬୫୯୯ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୯୫୮ ଜଣ ସଂକ୍ରମିତ ଖୋର୍ଦ୍ଧା ଜିଲାରୁ ରହିଛନ୍ତି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୩୮୨୭ ଏବଂ ସ୍ଥାନୀୟ ସଂକ୍ରମିତ ୨୭୭୨ ଜଣ ରହିଛନ୍ତି। ରାଜ୍ୟରେ ଗୋଟିଏ ଦିନରେ ୩୪୬୪ ଜଣ କରୋନା ସଂକ୍ରମିତ ଆରୋଗ୍ୟଲାଭ କରିଛନ୍ତି। ଫଳରେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୯୦୭୫ ରହିଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.