Thu. May 6th, 2021

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ

1 min read
Aajira-Odisha-Covid-19

ଆଓରି-ଭୁବନେଶ୍ୱର(୩୦/୦୪): ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଏଥିମଧ୍ୟରୁ ସଙ୍ଗରୋଧରୁ ୪୯୪୮  ଓ ୩୭୩୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି। ଏମାନଙ୍କ ଭିତରୁ ୩୮୦୪୦୦ଜଣ ସୁସ୍ଥ ହୋଇଥିବା ବେଳେ ଏବେ ବି ରାଜ୍ୟରେ ୬୧୬୯୮ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି।

Copyright © Aajiraodisha All rights reserved. | Newsphere by AF themes.