Thu. May 6th, 2021

ଆଜି ଷଷ୍ଠ ପର୍ଯ୍ୟାୟ ମତଦାନ

1 min read

ଆଓରି-କୋଲକାତା(୨୨/୦୪): ପଶ୍ଚିମବଙ୍ଗରେ ଆଜି ଷଷ୍ଠ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ରାଜ୍ୟରେ ୪୩ଟି ଆସନରେ ମତଦାନ ହେଉଛି। ଏଥିରେ ୧ କୋଟି ୪୦ ଲକ୍ଷରୁ ଅଧିକ ଭୋଟର ୩୦୬ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ମତଦାନ କେନ୍ଦ୍ରଗୁଡିକରେ ବ୍ୟାପକ କୋଭିଡ କଟକଣା ଲାଗୁ କରାଯାଇଛି। ଏଥିସହିତ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି।

Leave a Reply

Your email address will not be published. Required fields are marked *

Copyright © Aajiraodisha All rights reserved. | Newsphere by AF themes.